ତେଲେଙ୍ଗାନାରୁ ଗ୍ୟାଙ୍ଗଷ୍ଟର ହାଇଦର ଗିରଫ

କଟକ: କଟକ ବଡ଼ମେଡିକାଲରୁ ଫେରାର ଗ୍ୟାଙ୍ଗଷ୍ଟର ହାଇଦର ଗିରଫ। ଏନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସୂଚନା। ହାଇଦରକୁ ତେଲେଙ୍ଗାନାରୁ ଗିରଫ କରାଯାଇଛି ବୋଲି କମିଶନର କହିଛନ୍ତି।

Read more